Masthead

ପରିତ୍ୟକ୍ତ ଘରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ରାମପୁର ରାଜପଥ କଡ ବିଶାଲପାଲି ନିକଟର ଏକ ପରିତ୍ୟକ୍ତ ଘରୁ ମିଳିଛି ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ । ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନାହିଁ । ଆଜି ସକାଳୁ କିଛି ସ୍ଥାନୀୟ ଲୋକେ ସେହି ରାସ୍ତା ଦେଇ ଯାଉଥିବାବେଳେ ମୃତଦେହକୁ ଦେଖିଥିଲେ ।

ବିନିକା ପୋଲିସକୁ ଖବର ଦିଆଯାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତି ପୋଲିସ ପହଞ୍ଚିନଥିବା ଦେଖିବାକୁ ମିଳିଛି । ତେବେ କିଏ ଏହି ଯୁବକ ଓ କାହିଁକି ଏଠାରେ ଆତ୍ମହତ୍ୟାକଲା । ଏହା ଆତ୍ମହତ୍ୟା ନା ଯୋଜନାବଦ୍ଧ ହତ୍ୟା ତାହା ଜଣାପଡିନାହିଁ । ପୋଲିସ ତଦନ୍ତ ପରେ ହିଁ ପ୍ରକୃତ ରହସ୍ୟ ଉନ୍ମୋଚିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼