Masthead

ସ୍ୟାଣ୍ଡ ଆର୍ଟରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ କାମନା କଲେ ବାଲୁକା ଶିଳ୍ପୀ

ପୁରୀ (ବଡ଼ ଖବର ବ୍ୟୁରୋ):ବାଲୁକା କଳାରେ ଚନ୍ଦ୍ରାୟାନର ସଫଳ କାମନା । ଆଜି ଇତିହାସ ରଚିବ ଇସ୍ରୋ । ଚନ୍ଦ୍ରପୃଷ୍ଠରେ ନରମ ଅବତରଣ କରିବା ପାଇଁ ସବୁଠି ଚାଲିଛି ଉସôବ । ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଛାତ୍ରମାନେ ଚନ୍ଦ୍ରୟାନ-୩କୁ ନେଇ ଏକ ବାଲୁକାକଳା ତିଆରି କରିଛନ୍ତି । ଏହାକୁ ସେ ନିଜ ଟ୍ୱିଟର ଆକାଉଂଟରେ ପୋଷ୍ଟ କରିଛନ୍ତି । ଜୟ ହୋ ଇସ୍ରୋ ଲେଖି ଏହି ପୋଷ୍ଟକୁ ସେୟାର କରିଛନ୍ତି ସୁଦର୍ଶନ ପଟ୍ଟନାୟକ । ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଚନ୍ଦ୍ରୟାନ-୩କୁ ନେଇ ସାରା ଦେଶବାସୀଙ୍କ ମନରେ ଉସôାହ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା