Masthead

ଅଧ୍ୟାପିକା ହୋଇ ସାଜିଥିଲେ ଛାତ୍ରୀ

ବାରିପଦା(ବଡ଼ ଖବର ବ୍ୟୁରୋ): ନିଜେ ଅଧ୍ୟାପିକା ନିଜେ ଛାତ୍ରୀ । ନିଜେ ଅଧ୍ୟାପିକା ହୋଇ ନିଜେ ସାଜିଥିଲେ ଛାତ୍ରୀ । ହେଲେ ଶେଷରେ ଧରା ପଡିଗଲା ଅଧ୍ୟାପିକାଙ୍କ କାରସାଦି । ଆଉ ଏବେ ଗିରଫ ହୋଇ ଜେଲର ଚାରିକାନ୍ଥ ଭିତରେ ଅଧ୍ୟାପିକା ।

ସେହି ଅଧ୍ୟାପିକା ଜଣକ ହେଲେ ଉଦଳା ରାଢୋ ଲୁଇପା ଡିଗ୍ରୀ କଲେଜ ଓଡିଆ ବିଭାଗର ଅଧ୍ୟାପିକା ତୁଳିକା ଆଶ । ଅଧ୍ୟାପିକା ଜଣକ ଓଡିଆ ବିଭାଗର ଅଧ୍ୟାପିକା । ଗତ ଜୁଲାଇ ୨୭ ତାରିଖରେ କଲେଜର ଜୁଲୋଜି ବିଭାଗରେ ୪ର୍ଥ ସେମିଷ୍ଟାର ଚାଲିଥିବା ବେଳେ ଅଧ୍ୟାପିକା ତୁଳିକା ଆଶ ପରୀକ୍ଷା ଦେବାକୁ ଆସି ନଥିବା ଜଣେ ଛାତ୍ରୀଙ୍କ ଖାତାରେ ନିଜେ ଉତ୍ତର ଲେଖିବା

ସହିତ ସେହି ଖାତାରେ ମିଛ ପରୀକ୍ଷା ନିୟନ୍ତ୍ରକଙ୍କ ଦସ୍ତଖତ ମଧ୍ୟ ମାରିଛନ୍ତି । ଯାହାକୁ ଆଧାର କରି କଲେଜ ପ୍ରିନ୍ସିପାଲ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବା ପରେ ସେ ପ୍ରିନ୍ସିପାଲଙ୍କୁ ଗାଳିଗୁଲଜ ମଧ୍ୟ କରିଛନ୍ତି । ପରେ ଏନେଇ ଉଦଳା ଥାନାରେ କଲେଜ ପ୍ରିନ୍ସିପାଲ ଲିଖିତ ଅଭିଯୋଗ କରିବା ପରେ ତଦନ୍ତ କରି ପୋଲିସ୍ ଅଧ୍ୟାପିକା ତୁଳିକା ଆଶଙ୍କୁ ଗିରଫ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି