Masthead

ଚନ୍ଦ୍ରୟାନ-୩ ମିଶନର ସଫଳତା ପାଇଁ ଶୁଭେଚ୍ଛା ଜଣାଇଲା ବଲିଉଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇସାରିଛି ଚନ୍ଦ୍ରୟାନ-୩ର ଲ୍ୟାଣ୍ଡିଂକୁ ନେଇ କାଉଣ୍ଟଡାଉନ । ଆଉ ମାତ୍ର କିଛି ସମୟର ଅପେକ୍ଷା । ଚନ୍ଦ୍ରରେ ଅବତରଣ କରିବ ଚନ୍ଦ୍ରୟାନ-୩ । ଏହି ଐତିହାସିକ ମୁହୂର୍ତ୍ତକୁ ଦେଖିବାକୁ ଅପେକ୍ଷା କରିଛି ସାରା ବିଶ୍ୱ । ଏଥିରୁ ବଲିଉଡ ବା ବାଦ ପଡିବ କେମିତି ।

ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାମାନେ ମଧ୍ୟ ଏହି ସେଲିବ୍ରେସନ ସମୟରେ ସାମିଲ ହୋଇଛନ୍ତି । ଏଥିପାଇଁ ବଲିଉଡ ଅଭିନେତା ଅନୁପମ ଖେର, ଆର ମାଧବନ, କରୀନା କପୁର, ହେମା ମାଳିନୀଙ୍କ ସମେତ ଅନେକ ବଲିଉଡ ସେଲିବ୍ରେଟିମାନେ ଚନ୍ଦ୍ରୟାନ-୩ ମିଶନର ସଫଳତା ପାଇଁ ପ୍ରାର୍ଥନା କରିବା ସହ ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ