ଲ୍ୟାଣ୍ଡରରୁ ଅଲଗା ହେଲା ପ୍ରଜ୍ଞାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ମିଶନ ଚନ୍ଦ୍ରୟାନ-୩କୁ ନେଇ ଇସ୍ରୋର ଟ୍ୱିଟ୍‌ । ଲ୍ୟାଣ୍ଡରରୁ ଅଲଗା ହେଲା ପ୍ରଜ୍ଞାନ । ଲ୍ୟାଣ୍ଡରରୁ ଅଲଗା ହେଲା ରୋଭର ‘ପ୍ରଜ୍ଞାନ’ । ଅଲଗା ହେବା ପରେ ଚନ୍ଦ୍ରରେ ବୁଲୁଛି ‘ପ୍ରଜ୍ଞାନ’ । ଚନ୍ଦ୍ର ପୃଷ୍ଠରେ ତଥ୍ୟ ସଂଗ୍ରହ କରିବ ରୋଭର । ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରି ଚନ୍ଦ୍ରୟାନ-୩ ଇତିହାସ ରଚିଛି।

ବୁଧବାର ନିର୍ଦ୍ଧାରିତ ସମୟ ଅନୁଯାୟୀ ଭାରତୀୟ ସମୟ ସନ୍ଧ୍ୟା ୬.୦୪ରେ ଚନ୍ଦ୍ରୟାନ -୩ର ଲ୍ୟାଣ୍ଡର ମଡ୍ୟୁଲ (ଏଲ୍‌ଏମ୍‌) ଚନ୍ଦ୍ର ପୃଷ୍ଠରେ ଅବତରଣ କରିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ