Masthead

ନୂତନ ବସଷ୍ଚାଣ୍ଡ ଉଦଘାଟିତ

ଘସିପୁରା (ବଡ଼ ଖବର ବ୍ୟୁରୋ):  ନୂତନ ବସଷ୍ଚାଣ୍ଡ ଉଦଘାଟିତ। ଓଡ଼ିଶାରେ ମୋଟ ୧୩ଟି ଜିଲ୍ଲାରୁ ୨୧ବସଷ୍ଟାଣ୍ଡ ଭରଚୁଆଲ ମୋଡ଼ରେ ଉଦଘାଟିତ ହୋଇଛି । ସେହି କ୍ରମରେ କେନ୍ଦୁଝର ଜିଲ୍ଲା ନୂତନ ଘସିପୁରା ବସଷ୍ଟାଣ୍ଡକୁ ଭରର୍ଚୁଆଲ ମୋଡରେ ଉଦଘାଟିତ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ଉପ ଜିଲ୍ଲାପାଳ ଅନିଲ କୁମାର ସେଠୀ,ଘସିପୁରା ବିଡିଓ ଅସିତ ମହାନ୍ତି, ଯୁବନେତା ଦେବାଶିଷ ପାତ୍ର, ଓ ବହୁ ବ୍ୟକ୍ତି ବିଶେଷ ଯୋଗଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ