ନେପାଳ ସଡକ ଦୁର୍ଘଟଣା

୬ ଜଣ ଭାରତୀୟଙ୍କ ସମେତ ୭ ଜଣଙ୍କର ମୃତ୍ୟ

କାଠମାଣ୍ଡୁ(ବଡଖବର ବ୍ୟୁରୋ):ନେପାଳର ବାରା ଜିଲ୍ଲାରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ଭାରତୀୟଙ୍କ ସମେତ ୭ ଜଣଙ୍କର ମୃତ୍ୟ ଘଟିଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବିିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଜିତପୁର ସିମାରା ଉପମହାନଗର ଚୁରିୟାମାଲ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି ।

ପୋଲିସର ସୂଚନା ଅନୁଯାୟୀ ବସ୍‌ରେ ସମୁଦାୟ ୨୬ ଜଣ ଯାତ୍ରୀ ଥିଲେ । ବସ୍ ଟି କାଠମାଣ୍ଡୁରୁ ତୀର୍ଥଯାତ୍ରୀଙ୍କୁ ନେଇ ଜନକପୁରକୁ ଯାଉଥିଲା । ସେମାନଙ୍କ ମଧ୍ୟରୁ ଅଧିକାଂଶ ଯାତ୍ରୀ ଭାରତରୁ ଆସିଥିଲେ । ନିହତ ହୋଇଥିବା ସମସ୍ତଙ୍କୁ ଚିହ୍ନଟ କରାଯାଇଛି । ବସଟି ସକାଳ ୨.୦୦ ରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ