Masthead

ପୁଣି ହାତୀ ନେଲା ଦୁଇ ଜୀବନ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ପୁଣି ହାତୀ ନେଲା ଦୁଇ ଜୀବନ । ସୌଚ ପାଇଁ ଯାଇଥିବା ଦୁଇ ବ୍ୟକ୍ତିଙ୍କ ଜୀବନ ନେଲା ହାତୀ । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ପାତେଳି ଗ୍ରାମରେ ସ୍ୱଶ୍ଚ ପାଇଁ ଯାଇଥିବା ଦୁଇ ଜଣଙ୍କ ଜୀବନ ନେଇଛି ହାତୀ । ମୃତ ଦୁଇ ବ୍ୟକ୍ତିଙ୍କ ନାମ ଶଙ୍କର ମଲିକ ଓ ଝିଲି ମାଝୀ । ସେମାନଙ୍କ ମୃତ୍ୟୁକୁ ନେଇ ପ୍ରତିବଦରେ ଅନୁଗୁଳ ବନ୍ତଳା ରାସ୍ତାରେ ଟାୟାର ଜାଳି ଧାରଣା ଦେଲେ ପାତେଳି ଗ୍ରାମ ବାସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ