Masthead

୨୪ଘଣ୍ଟିଆ ମୟୁରଭଂଜ ବନ୍ଦ

ବାରିପଦା (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ଦଳ ପକ୍ଷରୁ ୧୫ଦଫା ଦାବି ପୂରଣ ନେଇ ଆଜି ୨ ୪ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି । ସେଥୁପାଇଁ ଦଳ ପକ୍ଷରୁ ବିଧିବଦ୍ଧ ଭାବେ ଗତକାଲି ଜନସାଧାରଣଙ୍କୁ ନିବେଦନ କରାଯାଇ ଥିଲା। ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର,ସରକାରୀ କାର୍ଯ୍ୟାଳୟ ସବୁ ବନ୍ଦ୍ ଥିବାବେଳେ,ଜାତୀୟ ରାଜପଥ ୧୮ ଓ ୪୯ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଜାତୀୟ ରାଜପଥ ଉପରେ ଗାଡ଼ି ଚଳା ଚଳ ମଧ୍ୟ ବନ୍ଦ ରହିଛି। ଦଳର ୧୫୧ଦଫା ଦାବି ଅନୁଯାୟୀ, ବାଦାମପାହାଡ଼ ଓ ଗୋରୁମହିଷାଣୀ ଲୌହ ଖଣିରେ ସ୍ଥାନୀୟ ଲୋକଙ୍କୁ ସ୍ଥାୟୀ ନିଯୁକ୍ତି, ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା କରିବା ସହିତ ବନ୍ଦ ପଡ଼ିଥିବା ଶିଳ୍ପକୁ ପୁନଃ ପ୍ରଚଳନ କରି ଯୁବ ଗୋଷ୍ଠୀଙ୍କୁ ନିଯୁକ୍ତ ଯୋଗାଇବା । ଗ୍ରାମାଞ୍ଚଳ ଡାକ୍ତରଖାନା ଓ ପିଆର୍‌ଏମ୍‌ ମେଡିକାଲ କଲେଜରେ ଡାକ୍ତର ନିଯୁକ୍ତି ସହ ଉପକରଣ ଯୋଗାଇବା । ରାଇରଙ୍ଗପୁର ହସ୍ପିଟାଲ୍‌ରେ ଆଇସିୟୁ ବ୍ୟବସ୍ଥା, ସାନ୍ତାଳୀ, ମୁଣ୍ଡାରୀ, ହୋ, ସହିତ କୁଡ଼ମାଲି ଭାଷାକୁ ଦ୍ବିତୀୟ ରାଜ୍ୟ ଭାଷା ଭାବେ ମାନ୍ୟତା ସହିତ ଭାଷା ଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି, ଆବାସ ଯୋଜନାରେ ମିଳୁଥିବା ଅର୍ଥରାଶିର ବୃଦ୍ଧି । ବାରିପଦାବାସୀଙ୍କୁ ପାଣି ଯୋଗାଇବା,ଆଦି ଦାବି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ