Masthead

‘ଭବିଷ୍ୟତରେ ଡାକ୍ତର ହେବି’

ବେଗୁନିଆପଡ଼ା, (ବଡ଼ ଖବର ବ୍ୟୁରୋ): ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି ଦ୍ଵାରା ସଞ୍ଚାଳିତ ନୀଟ୍-୨୦୨୦ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ରାଜ୍ୟର ୩୨ ହଜାର ୮୩୩ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। କୋଦଳା ଏନ୍ଏସିର ସାମ୍ବାଦିକ ସୂର୍ୟ୍ୟନାରାୟଣ ବଡୁଙ୍କ ପୁଅ ଶିବପ୍ରସାଦ ବଡୁ ୭୨୦ରୁ ୬୬୦ ମାର୍କ ରଖି ସଫଳତା ହାସଲ କରିଛନ୍ତି। ସଫଳତାର ଶ୍ରେୟ ସେ ପଢ଼ୁଥିବା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଗୁରୁଜୀ, ଗୁରୁମା, ବାପା, ମା’ ସବିତା ବଡୁ, ଭଉଣୀ ଓ ଭିଣୋଇଙ୍କୁ ଦେଇଛନ୍ତି। ଶିବ ପ୍ରସାଦ ଡାକ୍ତର ହୋଇ ଅସହାୟ ଗରିବଙ୍କ ସେବା କରିବେ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ