Masthead

ମହିଳା ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ। ବଲାଙ୍ଗିର ସଇଁନ୍ତଳା ଥାନା ଏସଆଇ କାଜଲ ବାଗ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ଏସ୍ଆଇଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସଇଁନ୍ତଳା ମେଡିକାଲ ଓ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଘଟଣା ପ୍ରଘଟ ହେବା ଭୟରେ କାଜଲଙ୍କୁ ଅନ୍ୟ ମେଡିକାଲକୁ ନିଆଯାଇଥିବା ଜଣାପଡିଛି । କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ନେଇ ଚର୍ଚ୍ଚା ହେଉଛି । ପୂର୍ବରୁ ସେ ବଲାଙ୍ଗିର ଟାଉନ ଥାନାରେ କାମ କରୁଥିବା ବେଳେ କିଛିଦିନ ହେବ ସଇଁତଳା ଥାନାରେ ଅବସ୍ଥାପିତ ହୋଇଛନ୍ତି। ତେବେ ସେ ଏଭଳି ନିଷ୍ପତ୍ତି କ’ଣ ପାଇଁ ନେଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେପଟେ ଏନେଇ ପୋଲିସ ପକ୍ଷରୁ କାହାରି ପ୍ରତିକ୍ରିୟା ମିଳି ପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା