Masthead

ନିର୍ବାଚନରେ ହେରଫେର ମାମଲାରେ ଡୋନାଲ୍ଡ ଟ୍ରମ୍ପ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ନିର୍ବାଚନରେ ଷଡଯନ୍ତ୍ର ଅଭିଯୋଗରେ ଆମେରିକାରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗିରଫ ହୋଇଛନ୍ତି । ୨୦୨୦ ରାଷ୍ଟ୍ରପତି ନିର୍ବାଚନ ବଦଳାଇବାକୁ ଷଡ଼ଯନ୍ତ୍ର କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଆଟଲାଣ୍ଟାର ଫ୍ଲୁଟୋନ୍ କାଉଣ୍ଟି ଜେଲ୍‌ରେ ତାଙ୍କୁ ହାଜର କରାଯାଇଥିଲା । ଆତ୍ମସମର୍ପଣ ପରେ ଜାମିନରେ ଗଲେ ଡୋନାଲ୍ଡ ଟ୍ରମ୍ପ ।

ଜର୍ଜିଆ ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବା ନେଇ ଅଭିଯୋଗ ଥିଲା । ଟ୍ରମ୍ପଙ୍କ ବିରୋଧରେ ଲାଗିଛି ୧୩ଟି ଦଫା । ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ବଦଳାଇବାକୁ ଷଡଯନ୍ତ୍ର କରିଥିବା ଅଭିଯୋଗ ହୋଇଥିଲା । ଏନେଇ ତାଙ୍କ ବିରୋଧରେ ଏକ ଚାର୍ଜସିଟ ଦାଖଲ କରାଯାଇଥିଲା । ନିର୍ବାଚନରେ ପରାଜୟ ବରଣ କରିବା ଓ କ୍ଷମତା ହସ୍ତାନ୍ତରକୁ ରୋକିବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଫେଡେରାଲ ତଦନ୍ତରେ ଅଭିଯୁକ୍ତଭାବେ ଦର୍ଶାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ