Masthead

ସ୍ଥାୟୀ ପ୍ରତିକାର ଓ ବାଇପାସ ନିର୍ମାଣ ଦାବିରେ ୬ ଘଣ୍ଟା ଯଶୀପୁର ବନ୍ଦ

କରଞ୍ଜିଆ(ବଡ଼ ଖବର ବ୍ୟୁରୋ): ଆଜି ୬ ଘଣ୍ଟିଆ ଯଶୀପୁର ବନ୍ଦ । ଯଶିପୁରର ମୁଖ୍ୟ ବଜାର ଦେଇ ଯାଇଥିବା ଖାଲ ଖମାରେ ଭର୍ତ୍ତି୪୯ନଂ ଜାତୀୟ ରାଜପଥର ସ୍ଥାୟୀ ପ୍ରତିକାର ଓ ଯଥାଶୀଘ୍ର ଜମି ଅଧିଗ୍ରହଣ କରି ବାଇପାସ ନିର୍ମାଣ ସମ୍ପୂର୍ଣ୍ଣ କରିବା ଦାବିରେ ସକାଳ ୬ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ପର‌୍ୟ୍ୟନ୍ତ ବିଜେପି ପକ୍ଷରୁ ଯଶିପୁର ବନ୍ଦ ପାଳନ କରାଯାଇଛି ।

୪୯ ନଂ ଓ ୨୨୦ ନଂ ଜାତୀୟ ରାଜପଥର ଉଭୟ ପାର୍ଶ୍ଵରେ ଶହ ଶହ ଗାଡି ଅଟକି ରହିଥିବା ବେଳେ ଗମନାଗମନ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଯଶୀପୁର ବିଧାୟକ ଗଣେଶ ରାମସିଂ ଖୁଣ୍ଟିଆଙ୍କ ନେତୃତ୍ୱରେ ଅନେକ ବିଜେପି କର୍ମୀ ଏହି ବନ୍ଦରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ