Masthead

ମାଓବାଦୀଙ୍କ ଲଙ୍କାକାଣ୍ଡ; ନୂଆପଡ଼ାରେ ବିଟ ହାଉସ୍ ଉଡ଼ାଇଲେ ମାଓବାଦୀ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ାରେ ପୁଣି ମାତିଲେ ମାଓବାଦୀ। ନୂଆପଡ଼ା ସଦର ଥାନା ଗୋଳାବନ୍ଧ ଗାଁରେ ମାଓବାଦୀଙ୍କ ଲଙ୍କାକାଣ୍ଡ ।  ଜଙ୍ଗଲ ବିଭାଗର ବିଟ୍‌ ହାଉସକୁ ଉଡ଼ାଇଦେଲେ ମାଓବାଦୀ। ଏହା ସହିତ ଏକ ଜେସିବି ଗାଡିକୁ ମଧ୍ୟ ପୋଡି ଦେଇଛନ୍ତି ମାଓବାଦୀ । ନୂଆପଡା ସୁନାବେଡା ଅଭୟାରଣ୍ୟର ଗୋଲାବନ୍ଦ ଗାଁରେ ଘଇଛି ଏହି ଘଟଣା। ଘଟଣା ସ୍ଥଳରେ ମାଓ ପୋଷ୍ଟର ମଧ୍ୟ ଦେଖିବାକୁ ମିଳିଛି। ଆସନ୍ତା ୨୫ ଅଗଷ୍ଟରେ ବିରୋଧୀ ଦିବସ ମାନଇବା ପାଇଁ ମାଓ ପୋଷ୍ଟରରେ ଉଲ୍ଲେଖ ଥିବା ଦେଖାଦେଇଛି। ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି