Masthead

ବିଏମସିରେ ପଦବୀ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଏମସିରେ ବଢିଲା ପଦବୀ ସଂଖ୍ୟା । ୩ଟି ଅତିରିକ୍ତ କମିଶନର ଓ ୬ଟି ଜୋନାଲ ପଦବୀ ସୃଷ୍ଟି କରାଯାଇଛି । ଭୁବନେଶ୍ୱର ମହାନଗର ନିଗମର ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।

ଏହାଦ୍ୱାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ପୂର୍ବରୁ ବିଏମସିର ୨୧୦ଟି ପଦବୀ ଅନୁମୋଦିତ ଥିବାବେଳେ ଏବେ ୪୧୬ଟି ପଦବୀ ସୃଷ୍ଟି ହେବା ଦ୍ୱାରା ପଦବୀ ସଂଖ୍ୟା ମୋଟ ୬୨୬କୁ ବୃଦ୍ଧି ପାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ