Masthead

ବିଧାୟକଙ୍କୁ କାର୍ଯ୍ୟକ୍ରମକୁ ନାହିଁ ନିମନ୍ତ୍ରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଦୀପ ପାଣିଗ୍ରାହୀଙ୍କୁ ଅଟକାଇଲେ ବିଜେଡି କର୍ମୀ । ପ୍ରଶାସନକୁ ଖୋଲା ଚ୍ୟାଲେଞ୍ଜ ଦେଇଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।୫-ଟି ସଚିବଙ୍କ ଗଞ୍ଜାମ ଗସ୍ତକୁ ନେଇ ହଲଚଲ୍ ଦେଖିବାକୁ ମିଳିଛି । ଗୋପାଳପୁର ବିଧାୟକଙ୍କୁ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ନାହିଁ ତେଣୁ ତାଙ୍କୁ ଲାଂଜିପଲ୍ଲୀ ଓଭରବ୍ରିଜରେ ପୋଲିସ ଓ ବିଜେଡି କର୍ମୀ ମାନେ ଅଟକାଇଛନ୍ତି । ତାଙ୍କୁ ନିମନ୍ତ୍ରଣ ନଥିବା ବେଳେ ଲୋକପ୍ରତିନିଧି ଭାବେ ଯିବାକୁ ବାହାରିଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର