Masthead

ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଧାରଣା

ନର୍ଲା(ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ନର୍ଲାସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଉପରପଡା ଠାରେ ଶିକ୍ଷା କମିଟି ଓ ଅଭିଭାଵକ ମିଶି ବିଜ୍ଞାନ ଶିକ୍ଷକ ନିଯୁକ୍ତି ଦାବିକୁ ନେଇ ଶାନ୍ତିପୂର୍ଣ୍ଣ ଭାବେ ସ୍କୁଲ ଅଗରେ ଧାରଣାରେ ବସିଛନ୍ତି । ଉକ୍ତ ସ୍କୁଲରେ ପ୍ରଥମରୁ ଅଷ୍ଟମ ଆଠଟି ଶ୍ରେଣୀରେ ୨୬୬ ଜଣ ଛାତ୍ରଛାତ୍ରୀ ପଢୁଥିବାବେଳେ ମାତ୍ର ୩ଟି ଶିକ୍ଷକ ଶିକ୍ଷା ଦାନ କରୁଛନ୍ତି ।

ଉକ୍ତ ସ୍କୁଲରେ ଗୋଟିଏ ହେଲେ ବିଜ୍ଞାନ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀ ବିଜ୍ଞାନ ପାଠପଢ଼ାରୁ ବଂଚିତ ହେଉଥିବାରୁ ଅଭିଭାବକ ଏବଂ ସ୍କୁଲ କମିଟି ମିଶି ଶାନ୍ତିପୂର୍ଣ୍ଣ ଭାବରେ ଧାରଣାରେ ବସିଛନ୍ତି । ଯଦି ଆଜି ତାଙ୍କର ଦାବି ପୁରଣ ନ ହୁଏ ତାହେଲେ ଆସନ୍ତା କାଲି ସ୍କୁଲରେ ତାଲା ପକାଇବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି