Masthead

ଚୌଦ୍ୱାର କଲେଜର ପ୍ରତିଷ୍ଠାତା ରାଜକିଶୋରରାମଙ୍କ ପ୍ରତିମୂର୍ତ୍ତି ଅନାବରଣ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

କଟକ(ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତଃ ରାଜକିଶୋର ରାମଙ୍କ  ପ୍ରତିମୂର୍ତ୍ତି ଅନାବରଣ ସମାରୋହ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଚୌଦାର ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦର ସଭାପତି ବିବେକ ଜେନାଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକ, ସମ୍ମାନିତ ଅତିଥି ଭାବେ ଚୌଦ୍ୱାର କଟକ ବିଧାୟକ ଷୌଭିକ ବିଶ୍ୱାଳ, ଟାଙ୍ଗି ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା,

ପ୍ରଗତିବାଦୀ ବରିଷ୍ଠ ସାମ୍ବାଦିକ ବିରୁପାକ୍ଷ ତ୍ରିପାଠୀ, ସ୍ୱର୍ଗତ ରାଜକିଶୋର ରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଇନ୍ଦୁମତୀ ରାମଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ । ସଭାରେ ଚୌଦ୍ୱାର ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତଃ ରାଜକିଶୋର ରାମଙ୍କ ଉଦେଶ୍ୟରେ ଏକ ସ୍ମରଣିକା ଉନ୍ମୋଚନ କରାଯାଇଥିଲା । କଲେଜର ଅଧକ୍ଷ ଉମେଶ ଚନ୍ଦ୍ର ଦେବତା ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ