Masthead

୨୪ ଘଣ୍ଟା ମଧ୍ୟରେ ୭ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୌସୁମୀ ପଶ୍ଚିମଭାଗ ହିମାଳୟରେ ଅବସ୍ଥାନ କରୁଥିବାବେଳେ ପୂର୍ବଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବିହାର ପାଟନା,ବାଙ୍କୁରା ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି ।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବ । ୨୭ ତାରିଖ ଠାରୁ ରାଜ୍ୟରେ କମିବ ବର୍ଷାର ପରିମାଣ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ