Masthead

ମଦୁରାଇ ଟ୍ରେନ ଦୁର୍ଘଟଣା, ବଢିବାରେ ଲାଗିଛି ଆହତଙ୍କ ସଂଖ୍ୟା

ତେଲେଙ୍ଗାନା (ବଡ଼ ଖବର ବ୍ୟୁରୋ): ମଦୁରାଇ ଟ୍ରେନ ଦୁର୍ଘଟଣା । ବଢିବାରେ ଲାଗିଛି ଆହତଙ୍କ ସଂଖ୍ୟା । ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତଙ୍କ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି । ମଦୁରାଇ ଦୁର୍ଘଟଣା ସମ୍ପର୍କରେ ଉତ୍ତର ପ୍ରଦେଶ ସରକାର ଟୋଲ ଫ୍ରି ନମ୍ବର ଜାରି କରିଛନ୍ତି। ନମ୍ବରଟି ହେଲା ୧୦୭୦। ଏ ନେଇ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମଦୁରାଇ ଟ୍ରେନ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ବୋଲି କହିବା ସହ ଯୋଗୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହିତ ଦୁର୍ଘଟଣାରେ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସେ ଆହତମାନଙ୍କ ଶୀଘ୍ର ସୁସ୍ଥ ହେବା ପାଇଁ କାମନା କରିଛନ୍ତି । ମୁଖ୍ୟ ଶାସନ ସଚିବ ଗୃହ ବିଭାଗଙ୍କୁ ଏହି ଦୁର୍ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ, ୟୁପି ଲୋକଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ସ୍ଥାନୀୟ ଅଧିକାରୀ ତଥା ରେଳ ଅଧିକାରୀଙ୍କ ସହ ସମନ୍ବୟ ରକ୍ଷା କରିବାକୁ ଯୋଗୀ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ