Masthead

ବିଜେଡି କର୍ମୀଙ୍କ ଘର ଉପରକୁ ଦୁବୃର୍ତ୍ତଙ୍କ ବୋମା ମାଡ଼

ନରସିଂହପୁର  (ବଡ଼ ଖବର ବ୍ୟୁରୋ): କାନପୁର ବିଜେଡି କର୍ମୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବିଳମ୍ବିତ ରାତ୍ରିରେ କାନପୁର ମହାଦେବ ସାହିର ନିତ୍ୟାନନ୍ଦ ଖଟୁଆଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି । ବିଳମ୍ବିତ ରାତ୍ରିରେ ଚାରୋଟି ବୋମା ମାଡ଼ ହୋଇଥିବା ଜଣାପଡିଛି । ସେଥି ମଧ୍ୟରୁ ଗୋଟିଏ ବୋମା ଫୁଟିଛି । ବୋମା ମାଡ଼ର କାରଣ ଜଣା ପଡ଼ିନଥିବା ବେଳେ ଘଟଣାସ୍ଥଳରେ କାନପୁର ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼