Masthead

ଲ୍ୟାଣ୍ଡିଂ ପଏଣ୍ଟ ନାମକରଣକୁ ନେଇ ବିବାଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଫଳ ହୋଇଛି ଚନ୍ଦ୍ରଯାନ । ଏବେ ଚନ୍ଦ୍ରରେ ଚାଲୁଛି ଭାରତ । ଗର୍ବରେ ପ୍ରତ୍ୟେକ ଭାରତୀୟ କହୁଛନ୍ତି ଜୟ ହୀନ୍ଦ ଜୟ ଭାରତ । ଚନ୍ଦ୍ରୟାନ-୩ ପାଇଁ ପ୍ରଧାନମନ୍ତ୍ରୀ ମୋଦି ଇସ୍ରୋ ମୁଖ୍ୟ ଏସ ସୋମନାଥଙ୍କୁ ଆଲିଙ୍ଗନ କରି ଅଭିନନ୍ଦନ ଜଣାଇଛନ୍ତି। ଚନ୍ଦ୍ରାୟାନ-୩ ଚନ୍ଦ୍ରର ସାଉଥ ପୋଲରେ ଲ୍ୟାଣ୍ଡିଂ କରି ଭାରତକୁ ଏହି କ୍ଷେତ୍ରରେ ବିଶ୍ୱରେ ପ୍ରଥମ ଦେଶ ଭାବେ ପରିଚିତ କରାଇଲା। ଏହାସହ ଚନ୍ଦ୍ରରେ ପହଞ୍ଚିଥିବା ଚତୁର୍ଥ ଦେଶର ମାନ୍ୟତା ପାଇଲା ଭାରତ।

ଏହି ଉପଲବ୍ଧିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଘୋଷଣା କଲେ ଯେ ଚନ୍ଦ୍ରାୟନ-୩ର ଲ୍ୟାଣ୍ଡିଂ ପଏଣ୍ଟକୁ ‘ଶିବଶକ୍ତି’ ନାମରେ ବିବେଚନା କରାଯିବ। ଏବେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲାଣି। ମୌଲାନା ସୈଫ ଅବ୍ବାସ ନକଭି କହିଛନ୍ତି ଯେ ଆମ ଦେଶର ବୈଜ୍ଞାନିକ ତଥା ଇଣ୍ଡିଆନ ରିସର୍ଚ୍ଚ ଅର୍ଗାନାଇଜେସନର ସଫଳତା ହେଉଛି ଦେଶର ସଫଳତା। ଏହାକୁ ଏହିପରି କହିବା ଠିକ୍ ନୁହେଁ । ଏହାର ନାମ ହିନ୍ଦୁସ୍ତାନ ହେବା ଉଚିତ। ଯେଉଁଠାରେ ବିକ୍ରମ ଲ୍ୟାଣ୍ଡର୍‌ ଅବତରଣ କରିଥିଲା ସେହି ସ୍ଥାନର ନାମ ଭାରତ ହେବା ଉଚିତ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ