Masthead

ଫିରିଙ୍ଗିଆ ପୂର୍ବତନ ଥାନାଧିକାରୀ ଓ ଦୁଇ ହୋମଗାର୍ଡଙ୍କ ବିରୁଦ୍ଧରେ ମାମଲା ରୁଜୁ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): ଫିରିଙ୍ଗିଆ ଥାନା ଗାଡିରେ ଗଞ୍ଜେଇ ଚୋରା ଚାଲାଣ କରାଯାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଓ ଏଥିରେ ପୂର୍ବତନ ଥାନା ଅଧିକାରୀଙ୍କ ସଂପୃକ୍ତିକୁ ନେଇ ଅଭିଯୋଗର କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ରୋକ ଓ ପରେ ଥାନା ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଥଲା । ଆଉ ସେହି ମାମଲାରେ ପୂର୍ବତନ ଥାନା ଅଧିକାରୀ ତପନ କୁମାର ନାହାକ, ହୋମଗାର୍ଡ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର ନାୟକଙ୍କ ବିରୁଦ୍ଧରେ ମାମଲା ରୁଜ୍ଜୁ ହୋଇଛି । ଏହି ମାମଲାରେ ପୂର୍ବରୁ ହୋମଗାର୍ଡ ଦୁଇଜଣଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଥାନା ଅଧିକାରୀ ତପନ କୁମାର ନାହାକ ଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟାଳୟକୁ ବଦଳୀ କରାଯାଇଥିଲା ଓ ପରେ କାଯ୍ୟରୁ ନିଲମ୍ବନ କରାଯାଇଥିଲା । ଏବେ ଏହି ମାମଲାର ତଦନ୍ତ ଡିଏସପି ହୋମ ଗାର୍ଡ ଏ କେ ନାୟକ କରିବେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ