Masthead

ରେଗୋଲିଥ୍ରର ନିକଟତର ଫଟୋ ଭାରତ ପାଖେ ଅଛି: ଏସ ସୋମନାଥ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ବର୍ତ୍ତମାନ ଚନ୍ଦ୍ରରେ ଚାଲୁଛି ଭାରତ । ଇତିହାସରେ ଅଗଷ୍ଟ ୨୩ ରେକର୍ଡ କରାଯାଇଛି । ଅଗଷ୍ଟ ୨୩କୁ ଜାତୀୟ ମହାକାଶ ଦିବସ ବା ସ୍ପେସ ଡ଼େ ଭାବେ ଘୋଷଣା କରାଯାଇଛି । ଏସବୁ ମଧ୍ୟରେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ କହିଛନ୍ତି ଯେ ଭାରତରେ ଚନ୍ଦ୍ରର ସବୁଠୁ ଭଲ ଫଟୋ ରହିଛି ।

ଟାଇମ୍ସ ଅଫ୍ ଇଣ୍ଡିଆ ରିପୋର୍ଟ ଅନୁଯାୟୀ କେରଳର ଥିରୁବନନ୍ତପୁରମରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, “ଆମର ପ୍ରକୃତ ରେଗୋଲିଥ୍ର ନିକଟତମ ଫଟୋ ଅଛି। ସେଗୁଡ଼ିକ ଅତ୍ୟନ୍ତ ମୂଲ୍ୟବାନ ଏବଂ ଦୁନିଆରେ ଏହି ଫଟୋ କାହାରି ପାଖରେ ନାହିଁ । ସମସ୍ତେ ଏହି ଫଟୋ ନେବା ପାଇଁ ଆମ ପାଖକୁ ଆସିବେ । ଉଚିତ୍ ମୂଲ୍ୟାଙ୍କନ କରି ସେମାନଙ୍କୁ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା