Masthead

ପଞ୍ଚମ ସ୍ଥାନରେ ରହି ମନ ଜିଣିଲେ ଓଡ଼ିଆ ପୁଅ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ପଞ୍ଚମ ସ୍ଥାନରେ ରହିଲେ । କିନ୍ତୁ ସମସ୍ତଙ୍କ ମନ ଜିଣିଛନ୍ତି ଓଡ଼ିଆ ପୁଅ କିଶୋର ଜେନା । ଅନ୍ୟତମ ଭାରତୀୟ ଡିପି ମନୁ ୮୪.୧୪ ମିଟର ସହ ଷଷ୍ଠ ସ୍ଥାନରେ ରହିଛନ୍ତି । ବ୍ୟକ୍ତିଗତ ଭାବରେ ୮୪.୭୭ ମିଟର ଥ୍ରୋ କରି ନିଜ ଶ୍ରେଷ୍ଠ ପ୍ରଦର୍ଶନ ଦେଇଛନ୍ତି କିଶୋର । ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ କିଶୋରଙ୍କ ଏହି ପ୍ରଦର୍ଶନ ସାରା ଓଡ଼ିଆ ଜାତିକୁ ଗର୍ବ ଏବଂ ଗୌରବ ଆଣି ଦେଇଛି । ଜଣେ ଓଡ଼ିଆ ଆଥଲେଟିକ ଭାବରେ କିଶୋରଙ୍କ ଏହି ପ୍ରଦର୍ଶନ ଇତିହାସରେ ଲିପିବଦ୍ଧ ହୋଇ ରହିବ । ତେବେ ଏହାବ୍ୟତୀତ ଅନ୍ୟତମ ଭାରତୀୟ ଡିପି ମନୁ ୮୪.୧୪ ମିଟର ଥ୍ରୋ କରି କିଶୋରଙ୍କ ପରେ ଅର୍ଥାତ୍ ଷଷ୍ଠ ସ୍ଥାନରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା