Masthead

ତେଲେଙ୍ଗାନାରେ ବିଜେପି କ୍ଷମତାକୁ ଆସିବ ଭୁଲିଯିବା ଉଚିତ୍‌: ରଭୁଲା ଶ୍ରୀଧର ରେଡ୍ଡୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା ରଭୁଲା ଶ୍ରୀଧର ରେଡ୍ଡୀ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଅମିତ ଶାହା ଦିନରେ ସ୍ୱପ୍ନ ଦେଖୁଛନ୍ତି। ଚଳିତ ବର୍ଷ ହେବାକୁ ଥିବା ତେଲେଙ୍ଗାନା ବିଧାନସଭା ନିର୍ବାଚନରେ ବିଜେପି ୫ରୁ କମ ଆସନ ଜିତିବ ବୋଲି ସେ ଦାବି କରିଛି। ଏହାପୂର୍ବରୁ ରବିବାର କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ତେଲେଙ୍ଗାନାରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ତେଲେଙ୍ଗାନା ଖମ୍ମମରେ ‘ରାୟଥୁ ଗୋସା-ବିଜେପି ଭରୋସା’ ସମାବେଶକୁ ସମ୍ବୋଧିତ କରି ଏଥର ବିଜେପି ଏଠାରେ କ୍ଷମତାକୁ ଆସିବ ବୋଲି ସେ ଦାବି କରଥିଲେ। ବିଆରଏସ ନେତା ରଭୁଲା ଶ୍ରୀଧର ରେଡ୍ଡୀ କହିଛନ୍ତି, ଅମିତ ଶାହା ଦିନରେ ସ୍ୱପ୍ନରେ ଦେଖୁଛନ୍ତି। ତେଲେଙ୍ଗାନାରେ ବିଜେପି କ୍ଷମତାକୁ ଆସିବ ଏକଥା ସେ ଭୁଲିଯିବା ଉଚିତ୍‌। ସେ ୫ଟିରୁ କମ ଆସନ ଜିତିବେ। ତେଣୁ ଦିନରେ ସ୍ୱପ୍ନରେ ଦେଖିବା ବନ୍ଦ କରନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା!