Masthead

ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଲି ଲମ୍ବୋକରେ ଶକ୍ତିଶାଳୀ ଭୂମିକମ୍ପ । ଇଣ୍ଡୋନେସିଆର ବାଲି, ଲମ୍ବୋକ ଦୀପପୁଞ୍ଜ ନିକଟ ସମୁଦ୍ରରେ ଭୂମିକମ୍ପ । ରିକ୍ରଟ ସ୍କେଲରେ ଭୂକମ୍ପର ତୀବ୍ରତା ୭.୦ ବୋଲି ସ୍ପଷ୍ଟ କଲା ଇଏମଏସସି । ସମୁଦ୍ରରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ହୋଇନଥିବା ସୂଚନା। ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର ମାତାରାମଠାରୁ ୨୦୩ କିଲୋମିଟର ଦୂରରେ ହୋଇଥିବା ଜଣାପଡ଼ିଛି। ସମୁଦ୍ର ପତ୍ତନଠୁ ପ୍ରାୟ ୫୧୮ କିମି ଗଭୀରରେ ଭୂକମ୍ପ ହୋଇଥିବାରୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନି। ସେହିପରି ଭୂକମ୍ପ ଯୋଗୁ ସୁନାମିର ଆଶଙ୍କା ନଥିବା ଇଣ୍ଡୋନେସିଆର ଭୂତତ୍ତ୍ୱ ବିଭାଗ ସ୍ପଷ୍ଟ କରିଛି। ଯଦିଓ ଏହି ଶକ୍ତିଶାଳୀ ଭୂକମ୍ପ ସମୁଦ୍ର ଭିତରେ ହୋଇଛି ତଥାପି ସମୁଦ୍ର ପାଖାପାଖି ଅଞ୍ଚଳରେ ରହୁଥିବା ଲୋକମାନେ ଭୟଭୀତ ହୋଇ ବିଲ୍ଡିଂରୁ ବାହାରକୁ ଚାଲି ଆସିଥିବା ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ