Masthead

ଉତକେଲାରୁ ବିମାନ ସେବା, ‘ଇଣ୍ଡିଆ ୱାନ ଏୟାର’ ସାଇଟରେ କରିବେ ଟିକେଟ୍ ବୁକିଂ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଅଗଷ୍ଟ ୩୧ରେ ଉତକେଲାରୁ ଉଡିବ ବିମାନ । ସକାଳ ୧୦ ଟା ୩୫ ରେ ପ୍ରଥମ ବିମାନ ଉତକେଲାରୁ ଉଡିବ। ଇଣ୍ଡିଆ ୱାନ ଏୟାର ସାଇଟରେ ଯାଇ ଯାତ୍ରୀ ଟିକେଟ ବୁକ କରିପାରିବେ । ଏହି ସାଇଟ ଆକଟିଭ୍ ହେବା ପରେ ଟିକେଟ ବୁକିଂ ପ୍ରକ୍ରିୟା ଆରମ୍ଭ ହେବ ।

କେନ୍ଦ୍ର ବେସାମରିକ ମନ୍ତ୍ରୀ ଜ୍ୟୋତି ରାଜ୍ ସିନ୍ଧିଆ, କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଭରଚୁଆଲ ମୋଡରେ ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଉତକେଲାରୁ ରାଜ୍ୟ ପରିବହନ ଓ ବାଣିଜ୍ୟ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ ଉପସ୍ଥିତ ରହିବେ । ଜିଲ୍ଲାର ବହୁ ଦିନର ଆଶା ପୂରଣ ହେଉଥିବାରୁ ଖୁସିର ଲହରି ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା