Masthead

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ଯାଜପୁରରେ କଳାଶାଢ଼ୀ ପିନ୍ଧି ମହିଳା କଂଗ୍ରେସର ପ୍ରତିବାଦ

ଯାଜପୁର(ବଡ଼ ଖବର ବ୍ୟୁରୋ): ୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ଯାଜପୁରରେ ମହିଳା କଂଗ୍ରେସର ପ୍ରତିବାଦ । କଳାଶାଢ଼ୀ ପିନ୍ଧି ମହିଳା କଂଗ୍ରେସ ପକ୍ଷରୁ ପ୍ରତିବାଦ । ତିନିଦିନିଆ ଗସ୍ତରେ ଥିବା ସଚିବଙ୍କର ଆଜି ଚାନ୍ଦମା ପଡିଆରେ କାର୍ୟ୍ୟକ୍ରମ ରହିଛି । ଗୋପବନ୍ଧୁ ଛକରୁ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡାଙ୍କ ନେତୃତ୍ବରେ ମହିଳାମାନେ ପ୍ରତିବାଦ କରିଛନ୍ତି । ସେପଟେ ବ୍ୟାସନଗର ଚୋରଦା ଛକରେ ପୋଲିସ ଓ ମହିଳା କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ