Masthead

ସାଲିମାର ଏକ୍ସପ୍ରେସରେ ନିଆଁ, ଅଧଘଣ୍ଟା ବିଳମ୍ବରେ ଗନ୍ତବ୍ୟସ୍ଥଳକୁ ଯାତ୍ରା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ହାୱଡାରୁ ବିଶାଖାପାଟଣା ଯାଉଥିବା ସାଲିମାର ଏକ୍ସପ୍ରେସରେ ଲାଗିଛି ନିଆଁ । ଟ୍ରେନଟି ଭଦ୍ରକ ଷ୍ଟେସନ ଅତିକ୍ରମ କଲା ବେଳେ ଲାଗିଥିଲା ନିଆଁ । ଗତକାଲି ୧୧ଟା ୫ରେ ନିଆଁ ଲାଗିଥିବା ସୂଚନା ମିଳିଛି । ଏସ-୧ ଓ ଏସ-୨ ବଗିରେ ଧୂଆଁ ବାହାରିବା ସହ ନିଆଁ ଜଳିଥିଲା । କେଉଁ କାରଣରୁ ଏହି ଅଘଟଣ ଘଟିଛି ବୋଲି ଲୋକପାଇଲଟ ଯାଞ୍ଚ କରିଥିଲେ । ବଗିର ଚକ ଜାମ ହୋଇ ଏହି ଅଘଟଣ ଘଟିଥିବା ଜଣାପଡ଼ିଥିଲା । ନିଆଁ ଲିଭିବା ପରେ ଅଧଘଣ୍ଟା ବିଳମ୍ବରେ ଗନ୍ତବ୍ୟସ୍ଥଳକୁ ଯାତ୍ରା କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା