Masthead

କେନ୍ଦୁଝର ଓ ମୟୂରଭଞ୍ଜ ବନବିଭାଗ ହାତାହାତି

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ):ହାତୀ ଘୋଉଡ଼ାଇବା ନେଇ କେନ୍ଦୁଝର ବନବିଭାଗ ଓ ମୟୁରଭଞ୍ଜ ବନ ବିଭାଗ ମୁହାଁମୁହିଁ । ମୟୁରଭଞ୍ଜ ପଟରୁ ହାତୀଙ୍କୁ ନିଆଁ ହୁଳା ମାଡ଼ କରୁଥିବା ସମୟରେ ସାହାରପଡ଼ା ବନପାଳ ବିରୋଧ କରିବାରୁ ଉଭୟ ପକ୍ଷରୁ ମାରପିଟ ସହ ଧସ୍ତାଧସ୍ତି ଦେଖିବାକୁ ମିଳିଛି । ଧସ୍ତାଧସ୍ତିରେ ଦୁଇ ବନକର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର