Masthead

ଦୁର୍ନୀତି ସରକାର ବିରୋଧରେ ଲଢେଇ କରିବାକୁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ

ଦଶରଥପୁର (ବଡ଼ ଖବର ବ୍ୟୁରୋ): ଦୁର୍ନୀତି ସରକାର ବିରୋଧରେ ଲଢେଇ କରିବାକୁ ଧର୍ମେନ୍ଦ୍ରଙ୍କ ନିର୍ଦ୍ଦେଶ । ଆଜି ସୁକିନ୍ଦା ଗସ୍ତରେ ଯାଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ସଭାରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କର ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଆଲୋଚନା କରିବା ସହ ଆଗାମୀ ନିର୍ବାଚନରେ ଏହି ଦୁର୍ନୀତି ସରକାର ବିରୋଧରେ ଲଢେଇ କରିବାକୁ କର୍ମୀ ମାନଂକୁ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ