Masthead

ଲ୍ୟାଣ୍ଡର ବିକ୍ରମର ଫଟୋ ପଠାଇଲା ରୋଭର ପ୍ରଜ୍ଞାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚନ୍ଦ୍ରପୃଷ୍ଠରୁ ଆସିଲା ନୂଆ ଫଟୋ । ପ୍ରଥମ ଥର ପାଇଁ ଲ୍ୟାଣ୍ଡର ବିକ୍ରମର ଫଟୋ ପଠାଇଲା ରୋଭର ପ୍ରଜ୍ଞାନ । ଏହି ଫଟୋରେ ଦୁଇ ପେ’ ଲୋଡ ଚାଷ୍ଟେ ଓ ଇଲସା ବି ହେଲେ ଦୃଶ୍ୟମାନ ହେଉଛନ୍ତି । ଏହି ଫଟୋ ସେୟାର କରିଛି ଇସ୍ରୋ । ଏହି ଫଟୋରେ ଚନ୍ଦ୍ରପୃଷ୍ଠରେ ବିକ୍ରମ ଛିଡ଼ା ହୋଇଥିବା ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି । ଆଜି ସକାଳ ୭ଟା ୩୫ମିନିଟରେ ଏହି ଫଟୋ ଉଠାଇଛି ରୋଭର ପ୍ରଜ୍ଞାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା