Masthead

ରାଜ୍ୟରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିଅଣ୍ଟିଆ ବର୍ଷା ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଗଞ୍ଜାମରେ ୪୦ ପ୍ରତିଶତ ନିଆଣ୍ଟିଆ ବର୍ଷା ହୋଇଛି। ଆଉ କିଛି ଜିଲ୍ଲାରେ ମଧ୍ୟ ନିଅଣ୍ଟିଆ ବର୍ଷା ହୋଇଛି। ସେପ୍ଟେମ୍ବରରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ନିଅଣ୍ଟିଆ ବର୍ଷାକୁ ଦୃଷ୍ଟିରେ ରଖି କଣ୍ଟିଜେନ୍ସି ପ୍ଲାନ କରାଯାଇଛି। କୃଷି ବିଭାଗ ଆବଶ୍ୟକ ପଦକ୍ଷେପ ନେଉଛି।ଗଞ୍ଜାମରେ ହୋଇଛି ନିଅଣ୍ଟିଆ ବର୍ଷା. ସେଠାରେ ସ୍ୱାଭାବିକ ଠାରୁ ୪୦% କମ ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲା ପ୍ରଶାସନକୁ କଣ୍ଟିଜେନ୍ସି ପ୍ଲାନ ଅନୁସାରେ କାମ କରିବାକୁ ନିର୍ଦେଶ ଦିଆଯାଇଛି । ଆଉ ଅଳ୍ପ କିଛି ଜିଲ୍ଲାରେ ବି କମ ବର୍ଷା ହୋଇଛି । ହେଲେ ସେପ୍ଟେମ୍ବରରେ ବର୍ଷା ହେବା ନେଇ ଆକଳନ ହୋଇଛି । ଅକ୍ଟୋବରରେ ବି ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ