Masthead

ଘର ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

ପାରାଦୀପ (ବଡ଼ ଖବର ବ୍ୟୁରୋ): ଘର ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର। ଘଟଣା ଘଟିଛି ପାରାଦୀପ ଥାନା ଅନ୍ତର୍ଗତ ବାଉରିଆ ପାଳନ୍ଦା ବସ୍ତିରେ। ଏହି ବସ୍ତିରେ ରହୁଥିବା ପ୍ରଦୀପ ଦଳାଇଙ୍କ ଘର ଭିତରେ ବିଳମ୍ବିତ ରାତ୍ରିରୁ ପଡି ରହିଛି ପତ୍ନୀ ରଶ୍ମିତା ଦଳାଇ ଙ୍କ ମୃତ ଶରୀର । ମୃତକଙ୍କ ସ୍ୱାମୀ ଫେରାର ଥିବା ବେଳେ ଖବର ପାଇ ବନ୍ଧୁ ବାନ୍ଧବ ଓ ସାହି ପଡିଶା ମାନେ ଆସି ଘରର କବାଟ ଭାଙ୍ଗି ଘର ଭିତରୁ ରଶ୍ମିତାଙ୍କ ମୃତ ଦେହକୁ ଉଦ୍ଧାର କରିଛନ୍ତି। ଉକ୍ତ ଘଟଣାରେ ପିପିଏଲ ଫାଣ୍ଡି ଅଧିକାରୀ ଓ ଆଦର୍ଶ ଥାନା ଅଧିକାରୀ ବାଉରିଆ ପାଳନ୍ଦା ବସ୍ତିରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ