Masthead

ଆମେ ପ୍ରମାଣିତ କରେଇବୁ ବିଜେଡି ବିଜେପି ଗୋଟେ: ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ପାଇଁ ତାରିଖ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । କହିଛନ୍ତି ବାଚସ୍ପତି ଯାହାକୁ ଚାହିଁବେ ତାକୁ ବସେଇବେ । ଆମେ ପ୍ରମାଣିତ କରେଇବୁ ବିଜେଡି ବିଜେପି ଗୋଟେ । ବଜେଟରେ ନଥାଇ ବିଭିନ୍ନ ଯୋଜନା ତିଆରି କରୁଛନ୍ତି ଘୋଷଣା କରିଛନ୍ତି ।

ବିଜୁ ଗୁଣ୍ଡା ବାହିନୀ କରି ୪୦୦ କୋଟି ଘୋଷଣା କଲେ । ଜିଏସଟି ନା ରେ ହରିଲୁଟ କଲେ । ବିଧାନସଭାରେ ମୁଖ୍ୟ ବିରୋଧୀ ଦଳ ହେଉଛନ୍ତି କଂଗ୍ରେସ । ଆମେ ଲୋକଙ୍କ ପାଇଁ ଅଛୁ । ଚାଷୀଙ୍କ, ମହିଳାଙ୍କ ସମସ୍ୟା ଉଠାଇବୁ । ବିଭିନ୍ନ ସମୟରେ ଲୋକ ପ୍ରତିନିଧିଙ୍କୁ ଅବହେଳା ପ୍ରସଙ୍ଗ ଉଠାଇବୁ । ବଜେଟ ଆସିଲେ ଜଣା ପଡିବ ଆଗୁଆ ନିର୍ବାଚନ ହବ କି ନାହିଁ । ବହୁତ ସମ୍ଭାବନା ଅଛି ଆଗୁଆ ନିର୍ବାଚନ ପାଇଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ