Masthead

ଛତିଶଗଡ ସୀମାନ୍ତରେ ହାତୀପଲ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସୀମାନ୍ତରେ ରହିଥିବା ଛତିଶଗଡର ଖଲାରୀ ଜଙ୍ଗଲରେ ଗତ ୩ ଦିନ ଧରି ହାତୀପଲର ଚଳପ୍ରଚଳ ହୋଇ ଶେଷରେ ଓଡ଼ିଶାକୁ ପ୍ରବେଶ କରିଥିବା ଜଣାପଡିଛି  । ଗତ କାଲି ରାତିରେ ନବରଂଗପୁର ଜିଲ୍ଲା ରାଇଘର ବ୍ଲକ ସୀମାନ୍ତରେ ଥିବା କୁନ୍ଦେଇ ପଂଚାୟତର ସମ୍ବଲପୁର ଅଂଚଳରେ ଚାଷ ହୋଇଥିବା ମକା ଫସଲ ନଷ୍ଟ କରିଥିବା ଖବର ମିଳିଛି  । ଗତ ମଙ୍ଗଳବାର ଦିନ ଉକ୍ତ ହାତୀପଲ ଖଲାରୀ ଜଙ୍ଗଲରେ ଚଳପ୍ରଚଳ କରୁଥିବା ବେଳେ ସେ ଅଂଚଳରେ ଜାଳେଣି କାଠ ଆଣିବାକୁ ଯାଇଥିବା କିଛି ଲୋକ ଦେଖି ନିଜ ଗ୍ରାମବାସୀଙ୍କୁ ସତର୍କ କରାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା