Masthead

ବିରୋଧୀ ମେଣ୍ଟ ଇଣ୍ଡିଆର ମେଗା ମିଟ୍

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ବିରୋଧୀ ମେଣ୍ଟ ଇଣ୍ଡିଆର ତୃତୀୟ ବୈଠକର ଆଜି ଦ୍ୱିତୀୟ ଦିନ । ବୈଠକରେ କ’ଣ ନିଷ୍ପତ୍ତି ନିଆଯିବ ରହିଛି ସମସ୍ତଙ୍କ ନଜର । ସକାଳ ୧୦ଟାରେ ଆନୁଷ୍ଠାନିକ ଭାବେ ବୈଠକ ଆରମ୍ଭ ହେବ । ଆଜି ଲୋଗୋ ଓ ସଂଯୋଜକଙ୍କ ନାଁ ସାମ୍ନାକୁ ଆସିପାରେ । ଆଉ ଏହାକୁ ଆଜି ଆନୁଷ୍ଠାନିକ ଭାବେ ଜାରି କରାଯାଇପାରେ । ସୂଚନା ଅନୁସାରେ ଲୋଗୋରେ ଜାତୀୟ ପତାକାର ତିନି ରଙ୍ଗ ଗେରୁଆ, ଧଳା ଓ ସବୁଜ ରଙ୍ଗ ରହିବ । ଲୋଗୋ ଜାରି ହେବା ପରେ ଏକ ମିଳିତ ପ୍ରେସ କନଫରେନ୍ସର ଆୟୋଜନ କରାଯିବ । ବୈଠକରେ ସାମିଲ ହୋଇଛନ୍ତି ୨୮ ଦଳର ନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼