Masthead

‘ୱାନ ନେସନ, ୱାନ ଇଲେକ୍ସନ’କୁ ନେଇ ବଡ଼ ପଦକ୍ଷେପ, ପୂର୍ବତନ ରାଷ୍ଟ୍ରପତିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ‘ୱାନ ନେସନ, ୱାନ ଇଲେକ୍ସନ’ ସମ୍ବନ୍ଧରେ ଏକ ବଡ ପଦକ୍ଷେପ ନେଇ କେନ୍ଦ୍ର ସରକାର ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତିଙ୍କ ନେତୃତ୍ୱରେ ଗଠିତ ଏହି କମିଟି ଆଇନର ସମସ୍ତ ଦିଗ ପ୍ରତି ଦୃଷ୍ଟି ଦେବ । କମିଟି ମଧ୍ୟ ଲୋକଙ୍କ ମତାମତ ଗ୍ରହଣ କରିବ। ପ୍ୟାନେଲରେ ଆଉ କାହାକୁ ଅନ୍ତର୍ଭୁକ୍ତ  କରାଯିବ ସେ ସମ୍ବନ୍ଧରେ ସୂଚନା ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ। ସଦସ୍ୟମାନଙ୍କ ସମ୍ବନ୍ଧରେ ବିଜ୍ଞପ୍ତି ପରେ ପ୍ରଦାନ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା