Masthead

୯ ଦଫା ଦାବି ନେଇ ବିକ୍ଷୋଭ, ବ୍ଲକ କାର୍ଯ୍ୟାଳୟ ଆଗରେ କଂଗ୍ରେସର ପ୍ରତିବାଦ

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ): ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି । ୯ ଦଫା ଦାବି ନେଇ ବିକ୍ଷୋଭ । ଚାନ୍ଦବାଲି ବ୍ଲକ କାର୍ଯ୍ୟାଳୟ ଆଗରେ ହଜାର ହଜାର କର୍ମୀଙ୍କ ପ୍ରତିବାଦ । ଦୁର୍ନୀତି ବିରୋଧରେ ରାଜ୍ୟପାଳଙ୍କୁ ଦେଲେ ଦାବିପତ୍ର । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଆଜି କଂଗ୍ରେସ ଦଳ ପକ୍ଷରୁ ୯ ଦଫା ଦାବି ନେଇ ହଜାର ହଜାର କର୍ମୀ ମାନଙ୍କୁ ନେଇ ଚାନ୍ଦବାଲି ସହର ପରିକ୍ରମା କରିବା ସହ ବ୍ଲକ କାର୍ୟ୍ୟାଳୟ ଆଗରେ ଏକ ପ୍ରତିବାଦ ସଭା କରାଯାଇଛି ।

ବ୍ଲକ ଅଫିସ ମାନଙ୍କରେ ପିସି କାରବାର, ଆବାସ ଯୋଗନାରେ ଦୁର୍ନୀତି, ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ନାରୀ ନିର୍ୟ୍ୟାତନା, ଚାଷୀ ମାରଣା ନିତି, ଟାଟା କମ୍ପାନୀର ଖାଉଟି ବିରୋଧ ଓ ବିଜୁଳି ନିତି ବିରୁଦ୍ଧରେ ଶତାଧୂକ କଂଗ୍ରେସ କର୍ମୀ ବ୍ଲକ ଘେରାଉ କରିଥିଲେ । ତେବେ କଂଗ୍ରେସ କର୍ମୀମାନେ ବ୍ଲକ କାର୍ୟ୍ୟାଳୟ ପରିସରକୁ ଧଶେଇ ପସିବା ବେଳେ ପୋଲିସ ଓ କର୍ମୀଙ୍କ ମଧ୍ୟରେ ଠେଲାପେଲା ଦେଖିବାକୁ ମିଳିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ