Masthead

ସୁକିନ୍ଦା ତଳଡିହ ଜୁଆଙ୍ଗ ବସ୍ତିରୁ ଉଦ୍ଧାର ହେଲେ ୯ ଅପପୃଷ୍ଟି ଶିଶୁ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ନଗଡା ତଳଡିହ ଜୁଆଙ୍ଗ ବସ୍ତିରୁ ଦିନକ ମଧ୍ୟରେ ୯ ଜଣ ରୋଗଣା ଶିଶୁଙ୍କୁ ଉଦ୍ଧାର ପରେ ସୁକିନ୍ଦା ପୁଷ୍ଟି ସାଧନ କେନ୍ଦ୍ରର (ଏନ୍ଆର୍ସି)ରେ ଭର୍ତ୍ତି କରାଯାଇଥିବା ଦେଖିବାକୁ ମିଳିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶିବାଶିଷ ମହାରଣା ଓ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମଞ୍ଜୁଲତା ନାୟକଙ୍କ ନିର୍ଦ୍ଦେଶରେ ତଥା ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧୀକ୍ଷକ ଡାକ୍ତର ଜୟଦେବ ନନ୍ଦ ଓ ସିଡିପିଓ ବିଜୟଲକ୍ଷ୍ମା ମାରାଣ୍ଡିଙ୍କ ତତ୍ତ୍ବାବଧାନରେ ଏକ ସ୍ବତନ୍ତ୍ର ଟିମ୍ ନଗଡାର ଗୁହିଆଶାଳ ମୌଜାର ତଳଡିହ ଗସ୍ତକରି ୯ ଜଣ ରୋଗଣା ଶିଶୁଙ୍କୁ ଧରି ମାଆବାପାଙ୍କ ସହିତ ନାଲିଆଡାବ ପହଞ୍ଚିଥିଲେ । ସମସ୍ତ୍ ଶିଶୁ ଓ ମାଙ୍କୁ ସୁକିନ୍ଦା ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ରର ପୁଷ୍ଟି ସାଧନ କେନ୍ଦ୍ର(ଏନ୍ଆର୍ସି)ରେ ଭର୍ତ୍ତି କରାଯିବା ପରେ ଏବେ ସମସ୍ତଙ୍କର ପ୍ରାଥମିକ ଚିକିତ୍ସା ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼