Masthead

ସମୁଦ୍ର ମଝିରେ ବୋଟରେ ଚଢ଼ିଗଲେ ଅଜଣା ଯୁବକ

ପାରାଦ୍ଵୀପ  (ବଡ଼ ଖବର ବ୍ୟୁରୋ): ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଚିଲିକା ମୁହାଣ ନିକଟ ୭୧ ମାଇଲ ସମୁଦ୍ର ଭିତରେ ସିଂହବାହିନୀ ବୋଟ୍ରେ ଘଟିଛି ଘଟଣା। ଯୁବକ ଜଣକ କିଛି କହୁଥିବା ବେଳେ, ତା ନିକଟରୁ ମିଳିଛି ଏକ ଏଟିଏମ୍ କାର୍ଡ। ଯୁବକ ଜଣଙ୍କୁ ନେହେରୁବଙ୍ଗଳା ମାଛଧରା ବନ୍ଦରକୁ ଆଣିଛନ୍ତି ମତ୍ସ୍ୟଜୀବୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ