Masthead

ସନ୍ ମିଶନ ପାଇଁ ଇସ୍ରୋ ବୈଜ୍ଞାନିକଙ୍କ ପ୍ରାର୍ଥନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସନ୍ ମିଶନ ପାଇଁ ଆରମ୍ଭ ହେଲାଣି କାଉଣ୍ଟ ଡାଉନ । ଆଉ ମାତ୍ର କେଇ ଘଣ୍ଟାକୁ ଅପେକ୍ଷା । ସମସ୍ତଙ୍କ ମନରେ ସେହି ଆଗ୍ରହ ଓ ଉତକଣ୍ଠା । ତେବେ ମୁନ୍ ମିଶନକୁ ନେଇ ଇସ୍ରୋ ବୈଜ୍ଞାନିକଙ୍କ ଏକ ଟିମ୍ ଆଦିତ୍ୟ ଏଲ-୧ ମିଶନର ମିନି ମଡେଲ ସହିତ ପ୍ରାର୍ଥନା କରିବା ପାଇଁ ତିରୁମାଲା ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ପହଞ୍ଚିଛନ୍ତି । ଭାରତର ପ୍ରଥମ ସୂର୍ଯ୍ୟ ମିଶନ (ଆଦିତ୍ୟ-ଏଲ୧ ମିଶନ) ସେପ୍ଟେମ୍ବର ୨ ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ପେସପୋର୍ଟରୁ ସକାଳ ୧୧.୫୦ ରେ ଲଞ୍ଚ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା