Masthead

ଭାଇ ଆଗରେ ଭଉଣୀ ମୃତ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ସୁକାନ୍ତି କଲେଜ ଛକ ନିକଟରେ ପିକ୍ଅପ୍ – ବାଇକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତ ମହିଳା ହେଲେ ସେଲେଡି ଗାଁର ଲକ୍ଷ୍ମୀ ସେଠୀ(୩୫) । ଘରୁ ଏକ ବାଇକରେ ଭାଇ ଭଉଣୀ ଜନମୁରା ଗାଁକୁ ଆସୁଥିଲେ । ଜନମୁରା ସୁକାନ୍ତି କଲେଜ ଛକ ନିକଟରେ ବଲାଙ୍ଗୀର ପଟୁ ସୋନପୁର ଆସୁଥିବା ଏକ ପିକଅପ ବାଇକୁ ଧକ୍କା ଦେଇଥିଲା । ଭାଇ ଭଉଣୀ ଗୁରୁରତର ହୋଇଥିଲେ । ସେମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣାଯାଇଥିଲା । ସେଠାରେ ଲକ୍ଷୀଙ୍କ ମୃତ୍ୟୁ ହୋଇଛି । ଭାଇ ଶେଷଦେବ ସେଠୀ ଡାକ୍ତରଖାନାରେ ଚିକିତ୍ସା ହେଉଛନ୍ତି । ପୋଲିସ ଘଟଣା ସ୍ଥାଳକୁ ଯାଇ ଅନୁସନ୍ଧାନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ