Masthead

ମଧ୍ୟାହ୍ନ ଭୋଜନ ଖାଦ୍ୟ ରୋଷେଇ ବେଳେ ଅଗ୍ନିକାଣ୍ଡ

ନିମାପଡ଼ା (ବଡ଼ ଖବର ବ୍ୟୁରୋ):ଛଣିଜଙ୍ଗ ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ନିଆଁ । ମଧ୍ୟାହ୍ନ ଭୋଜନ ରୋଷେଇ ବେଳେ ଗ୍ୟାସ ସିଲିଣ୍ଡରରୁ ସ୍କୁଲରେ ନିଆଁ ଲାଗିଛି । ପୁରୀ ଜିଲ୍ଲା ଛଣିଜଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଆାଁ ଲାଗିବାରୁ ଛାତ୍ରଛାତ୍ରୀ ମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆାଯାଇଛି । ପିଲାଙ୍କ ସୁରକ୍ଷାପାଇଁ ସ୍କୁଲକୁ ଖାଲି କରାଯାଇଛି । ଘଟଣା ସ୍ଥଳରେ ଚାରିଛକ ପୋଲିସ, ଦମକଳ ବାହିନୀ ଓ ସ୍ଥାନୀୟ ଲୋକେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ନିକଟସ୍ଥ ପଞ୍ଚାୟତ କାର୍ୟ୍ୟାଳୟକୁ ସ୍ଥାନାତରିତ କରାଯାଇଛି । ଅଗ୍ନିକାଣ୍ଡରେ ବିଦ୍ୟାଳୟ ଅଫିସର ଅନେକ କାଗଜପତ୍ର ଜଳିଯାଇଥିବା ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା