Masthead

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ , ଏବେ ଅବୈଧ ପିଲା ବି ପାଇବେ ପୈତୃକ ସମ୍ପତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ । ଅବୈଧ ବିବାହରୁ ଜନ୍ମିତ ପିଲାମାନେ ବି ପିତା-ମାତାଙ୍କ ପୈତୃକ ସମ୍ପତ୍ତିରୁ ଭାଗ ପାଇପାରିବେ । ପୂର୍ବରୁ ଅବୈଧ ବିବାହରୁ ଜନ୍ମିତ ପିଲା କେବଳ ପିତା-ମାତାଙ୍କ ସ୍ୱ-ଅର୍ଜିତ ସମ୍ପତ୍ତିରୁ ଭାଗ ପାଉଥିଲେ । ଏବେ ସୁପ୍ରିମକୋର୍ଟଙ୍କ ରାୟ ପରେ ସେମାନଙ୍କୁ ପୈତୃକ ସମ୍ପତ୍ତିର ଉତରାଧିକାରୀ ଭାବେ ଆଇନଗତ ମାନ୍ୟତା ମିଳିଛି ।

ଏହା କେବଳ ଅଭିବାଜିତ ହିନ୍ଦୁ ପରିବାରର ସମ୍ପତି ଭାଗବଣ୍ଟାରେ ଲାଗୁ ହେବ । ହିନ୍ଦୁ ମ୍ୟାରେଜ ଆକ୍ଟର ଧାରା ୧୬ର ଉପଧାରା ୩ରେ ପରିସୀମା ବଢିଛି । ଦୀର୍ଘ ୧୧ ବର୍ଷ ପରେ ଏହି ମାମଲାର ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ, ଜଷ୍ଟିସ ଜେବି ପାରଦିବାଲା, ଜଷ୍ଟିସ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ଏହି ଐତିହାସିକ ରାୟ ଶୁଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼