Masthead

ଇତିହାସ ରଚିଲା ଇସ୍ରୋ, ସୂର୍ଯ୍ୟ ମୁହାଁ ଆଦିତ୍ୟ ଏଲ୧

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଇତିହାସ ରଚିଲା ଇସ୍ରୋ । ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଦିତ୍ୟ ଏଲ ୱାନକୁ ପ୍ରେରଣ କରିଛି ଇସ୍ରୋ । ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଗଲା ପିଏସଏଲଭି-ଏକ୍ସଏଲ ରକେଟ୍ । ଦେଶର ପ୍ରଥମ ସୂର୍ଯ୍ୟ ଅଭିଯାନ । ଦିନ ୧୧ଟା ୫୦ରେ ଉତ୍‌କ୍ଷେପଣ ହେଲା ‘ଆଦିତ୍ୟ ଏଲ ୧’ । ୪ ମା ସ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ ।

ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ । ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ୟ୍ୟ । କାରଣ ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ୟ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି । ଏଠାରେ କୌଣସି ଛୋଟ ବସ୍ତକୁ ଦୀର୍ଘ ସମୟ ରଖାଯାଇପାରିବ । ତେବେ ସୌର ଯାନର ଗତିକୁ ନିୟନ୍ତ୍ରଣ କରାନଗଲେ ତାହା ସିଧା ସୂର୍ୟ୍ୟ ଅଭିମୁଖେ ଚାଲିଯିବାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି