Masthead

ଚାରି ଦିନ ଧରି ନିଖୋଜ ଅଛନ୍ତି ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ର

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଚାରି ଦିନ ଧରି ଛାତ୍ରଙ୍କ ପତ୍ତା ମିଳୁନି । ଭଦ୍ରକରୁ ନାୟକ ଆଣ୍ଡ ନାୟକ ବସରେ ବାଲେଶ୍ବର ସିମୁଳିଆ କଲେଜ ଯାଉଥିଲେ । ସିମୁଳିଆରେ ଓହ୍ଲାଇ ନପାରି ଭୁଲରେ ବାଲେଶ୍ବର ବସଷ୍ଟାଣ୍ଡରେ ଓହ୍ଲାଇ ଥିବା ସିସି କ୍ୟାମେରା ଫୁଟେଜରୁ ଜଣାପଡିଛି । ଛାତ୍ର ନାଁ ପ୍ରିତିରଞ୍ଜନ କବି । ସେ +ଦୁଇ ପ୍ରଥମ ବର୍ଷ ବିଜ୍ଞାନ ଛାତ୍ର । ଚାରି ଦିନ ଧରି ପ୍ରିତିରଞ୍ଜନଙ୍କ ପତ୍ତା ମିଳୁନଥିଲା ଭଦ୍ରକ ପିରହାଟ ବଡ଼ ଲହୁଣିପୁର ଗାଁରୁ ବାଲେଶ୍ବର ସବୁଠି ଖୋଜି ବୁଲୁଛନ୍ତି ବାପା ମା ଓ ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା