Masthead

ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହା ସହ ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଅନୁମାନ କରାଯାଉଛି । ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା କନ୍ଧମାଳ, ଦେବଗଡ଼ ଓ ରାୟଗଡ଼ା । ଏହି ୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ