Masthead

ବିଜେପି ଓ ବିଜେଡିରୁ ୪୦୦ କର୍ମୀ କଂଗ୍ରେସରେ ମିଶିଲେ

ବାଲିଗୁଡା (ବଡ଼ ଖବର ବ୍ୟୁରୋ):ବାଲିଗୁଡା ସଭାଗୃହରେ କଂଗ୍ରେସର ଜନ ଜାଗରଣ ସଭା । ଏହି ସଭାରେ କଂଗ୍ରେସର ରାଜ୍ୟ ପ୍ରଭାରୀ ଡକ୍ଟର ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ସାନଖେମୁଣ୍ଡି ବିଧାୟକ ରମେଶ ଜେନା, ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ, ଜଟଣୀ ବିଧାୟକ ସୁର ରାଉତ ରାୟ,ମହିଳା ସଭାନେତ୍ରୀ ବନ୍ଦିତା ପରିଡା, ଜିଲ୍ଲା ସଭାପତି ଅନାମ ନାୟକ, ଅମିର ଚାନ୍ଦ ନାୟକ ପ୍ରମୁଖ ଯୋଗଦେଇଥିଲେ । ବାଲିଗୁଡା ପିଡବ୍ଲ୍ୟୁଡି ଛକଠାରୁ ସମସ୍ତ ଅତିଥିମାନଙ୍କୁ ଶୋଭାଯାତ୍ରାରେ ସଭାଗୃହ ପର୍ଯ୍ୟନ୍ତ ପାଛୋଟି ଅଣାଯାଇଥିଲା । ପରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେପି ଓ ବିଜେଡିରୁ ୪୦୦ କର୍ମୀ କଂଗ୍ରେସରେ ମିଶିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ